ମୁଖ୍ୟ ଖବର ଓଡ଼ିଆ ସାଇନ୍ ବୋର୍ଡ ନ ଥିବାରୁ ୫ଟି ଦୋକାନକୁ କାରଣ ଦର୍ଶାଅ ନୋଟିସ୍ Angul OnlineAugust 13, 2023August 13, 2023 ଅନୁଗୁଳ – ଅନୁଗୁଳ ଜିଲ୍ଲା, ପୌରପାଳିକା ଅଞ୍ଚଳରେ ଯାଞ୍ଚ ବେଳେ ଓଡ଼ିଆ ସାଇନ୍ ବୋର୍ଡ ପ୍ରଦର୍ଶିତ ନ ହୋଇଥିବାରୁ ୫ଟି ଦୋକାନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ସମସ୍ତ ଅନୁଷ୍ଠାନ ଓଡିଆରେ ସାଇନ୍ ବୋର୍ଡ ଲେଖିବାକୁ ବାଧ୍ଯତାମୁଳକ ଥିବା ବେଳେ ଅନୁଗୁଳ ସହରର ଅନେକ ଦୋକାନୀ ଏହାକୁ ମାନୁ ନାହାଁନ୍ତି । ଏଥିପାଇଁ ପୌର ପାଳିକା ପକ୍ଷରୁ ବଜାରରେ ଚଢାଉ କରି ଗଙ୍ଗା ମ୍ଯାଚିଙ୍ଗ , ଅଗ୍ରୱାଲା ଟ୍ରାଭେଲ ୱାର୍ଲଡ , ମା ବୁଢୀ ଲେଡିଜ କର୍ଣ୍ଣର , ଭାଇ ଭାଇ ଲୁଗା ଦୋକାନ , ବିବା ନାମକ ଦୋକାନକୁ କାରଣ ଦର୍ଶାଅ ନୋଟିସ ଜାରି କରା ଯାଇଛି । Advertisement
ମୁଖ୍ୟ ଚିକିତ୍ସାଳୟ ୩ ମହଲା କୋଠା ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ – ଉଦ୍ଧାର କଳା ଅଗ୍ନିଶମ ବିଭାଗ(ଭିଡିଓ) ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ତୃତୀୟ ମହଲା ଝରକା ତାଜା କୁ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ଅଗ୍ନିଶମ ବିଭଗ ଓ ଡାକ୍ତରଖାନା…
ହାତୀ ଆକ୍ରମଣରେ ମହିଳା ମୃତ ଅନୁଗୋଳ – ଅନୁଗୋଳ ବ୍ଳକ ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଆଜି ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ବନ୍ତଳା ଥାନା ତଳଗଡ଼…
ଗ୍ୟାସ ଏଜେନ୍ସିରେ ଅଗ୍ନିକାଣ୍ଡ – ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ଅନୁଗୋଳ – ଅନୁଗୋଳ କୁମଣ୍ଡ ଭଣ୍ଡୁବର ନିକଟରେ ଗ୍ୟାସ ଏଜେନ୍ସିରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ଏକ ମୋଟରସାଇକେଲ ସମେତ ଜଳିଗଲା ଜରୁରୀ…