୪ ତାରିଖ ତାଳଚେର ବନ୍ଦ

୪ ତାରିଖ ତାଳଚେର ବନ୍ଦ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆସନ୍ତାକାଲି(୪ ତାରିଖ) ୨୪ ଘଣ୍ଟିଆ ତାଳଚେର ବନ୍ଦ ଡାକରା ଦିଆ ଯାଇଥିବା ବେଳେ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଡାକରା ଦିଆ ଯାଇଛି ସୂଚନା ଅନୁସାରେ କ୍ରିୟାନୁଷ୍ଠାନ କମିଟି କହିବା କଥା ଯେ ମେଡିକାଲ କଲେଜ ଚଳାଇବା ପାଇଁ ଏମସିଏଲ ଟଙ୍କା ଦେବାକୁ ରାଜି ହେବବା ସହ ରାଜ୍ୟ ସରକାର ଏହାକୁ ଚଳାଇବେ ବୋଲି ଘୋଷଣା କଲେ ହେଲେ ଏହା ଭିତରେ ପ୍ରାୟ ଏକମାସ ବିତି ଗଲାଣି କିନ୍ତୁ ଆଉ କିଛି ଅଗ୍ରଗତି ହେଉ ନାହିଁ କି ଛାତ୍ରଛାତ୍ରୀ ମାନଙ୍କର ଆଡମିସନ କରା ଯାଉନାହିଁ ଏଣୁ ଏହାର ପ୍ରତିବାଦ କରିବା ସହ ତୁରନ୍ତ କାର୍ଯ୍ୟକ୍ଷମ କରିବା ଦାବିରେ କ୍ରିୟାନୁଷ୍ଠାନ କମିଟି ଏହି ବନ୍ଦ ଡାକରା ଦେଇଛି ଏହାକୁ ବସ ଆସୋସିଏସନ ମଧ୍ୟ ସମର୍ଥନ ଜଣାଇଥିବା ଜଣା ପଡିଛି

What’s your Reaction?
+1
1
+1
0
+1
0
+1
0
+1
8
+1
3
+1
0

Leave a Reply