ମୁଖ୍ୟ ଖବର କାର୍ଯ୍ୟରେ ଅବହେଳା ନେଇ ଶିକ୍ଷକ ନିଲମ୍ବିତ Angul OnlineMay 7, 2022May 7, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଶିମିଳିପାଳ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଚାଲିଥିବା ବେଳେ କାର୍ଯ୍ୟରେ ଅବହେଳା ନେଇ ଜଣେ ଶିକ୍ଷକ ନିଲମ୍ବିତ ହୋଇଛନ୍ତି । ସୂଚନା ଅନୁସାରେ ଶିମିଳିପାଳ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଦଶମ ପରୀକ୍ଷା ଚାଲିଥିଲା । ଏହି ପରୀକ୍ଷା ସମୟରେ ଅନୁଗୁଳ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ର ପରିଦର୍ଶନରେ ଯାଇଥିଲେ । ସେହି ସମୟରେ ପରୀକ୍ଷା ପରିଚାଳନା ଦାୟିତ୍ବରେ ରହିଥିବା ଶିକ୍ଷକ ଟିକନ ଦେହୁରୀ ଅନୁପସ୍ଥିତ ରହିଥିଲେ । ଏ ନେଇ ଅତିରିକ୍ତ ଶିକ୍ଷଅଧିକାରୀଙ୍କ ରିପୋର୍ଟ ଅନୁଯାୟୀ ଶିକ୍ଷକ ଟିକନ ଦେହୁରୀ କାର୍ଯ୍ୟରେ ଅବହେଳା କରିଥିବା ନେଇ ନିଲମ୍ବିତ କରାଯାଇଛି । Advertisement
ଦୁର୍ଦାନ୍ତ ଅପରାଧୀ ଟିକନ ନାଏକ ହତ୍ୟାକାଣ୍ଡର ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ ଅନୁଗୁଳ – ଅନୁଗୁଳ ଜିଲ୍ଲା ବେନ୍ତପୁର ଅଞ୍ଚଳର ଦୁର୍ଦାନ୍ତ ଅପରାଧୀ ଟିକନ ନାଏକ ହତ୍ୟାକାଣ୍ଡର ରାୟ ପ୍ରକାଶ ପାଇଛି । ଗାଁ ରାସ୍ତାରେ ଟିକନକୁ ହାଣି ହତ୍ୟା…
ଜଳିଗଲା ଚଳନ୍ତା ବସ ଅନୁଗୁଳ – ହୁତୁହୁତୁ ହୋଇ ଜଳିଗଲା ବସ । ସୌଭାଗ୍ୟ ବଶତଃ ଏଥିରେ ଯାତ୍ରୀ କେହି ନଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର ଓ ଖଳାସୀ…
ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ଥାନା ନାଉପଦା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨୦୧୭ ମସିହାରେ ହୋଇଥିବା ଏକ ହତ୍ୟାକାଣ୍ଡର ହତ୍ୟାକାରୀକୁ ବୁଧବାର ଦିନ ମାନ୍ୟବର…