କଣିହାଁ NTPC ରେ ଭୟାବହ ଅଗ୍ନିକାଣ୍ଡ

ଅନୁଗୁଳ – ତାଳଚେର କଣିହାଁସ୍ଥିତ NTPC ରେ ଅଗ୍ନିକାଣ୍ଡ । ପ୍ଲାଣ୍ଟ ଭିତରେ ଥିବା କନଭେୟର ବେଲ୍ଟରେ ନିଆଁ ଲାଗିଥିବା ସୂଚନା । କୋଇଲା ଡିପୋରୁ ପ୍ଲାଣ୍ଟ ଭିତରକୁ ଯାଇଥିବା କନଭେୟର ବେଲ୍ଟରେ କୋଇଲା ଯୋଗୁଁ ନିଆଁ ଲାଗିଥିବା ଅନୁମାନ । ୨ ଟି ଅଗ୍ନିଶମ ବିଭାଗ ନିଆଁକୁ ଆୟତ କରିବାକୁ ଚେଷ୍ଟା କରୁଛନ୍ତି । ଅଗ୍ନିକାଣ୍ଡରେ ସବୁଆଡେ ଧୂଆଁ ଯୋଗୁଁ ଲୋକ ଭୟଭୀତ ।

What’s your Reaction?
+1
0
+1
0
+1
0
+1
0
+1
3
+1
0
+1
1

Share:

Share on facebook
Share on twitter
Share on whatsapp
Share on telegram

Sponsored