ମୁଖ୍ୟ ଖବର ବଦଳିଲେ ଜିଲ୍ଲା ଶିକ୍ଷାଧିକାରୀ Angul OnlineAugust 3, 2023August 3, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ଶିକ୍ଷାଧିକାରୀଙ୍କ ବଦଳି ହୋଇଛି । ଓଡିଶା ସ୍କୁଲ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ହୋଇଥିବା ବଦଳି ନିର୍ଦେଶ ଅନୁଯାୟୀ ଜିଲ୍ଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁଙ୍କୁ ପ୍ରାଥମିକ ଶିକ୍ଷା ବୋର୍ଡ ପରୀକ୍ଷା ନିୟନ୍ତ୍ରକ ଯୁଗ୍ମ ନିର୍ଦେଶକ ଭାବେ ଯୋଗ ଦେବାକୁ ନିର୍ଦେଶ ରହିଛି । ତାଙ୍କ ସ୍ଥାନରେ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନର ପରୀକ୍ଷା ନିୟନ୍ତ୍ରକ ସୁସ୍ମିତା ସାହୁଙ୍କୁ ଅନୁଗୋଳ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ବଦଳି କରା ଯାଇଛି । Advertisement
ଦୁର୍ଘଟଣା ନେଲା ତିନି ଜୀବନ ଅନୁଗୁଳ/ତାଳଚେର – ଅନୁଗୁଳ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ତିନି ଜଣଙ୍କ ଜୀବନ ଯାଇଛି । ତାଳଚେର ଗୋଡିବନ୍ଧ ଛକ ନିକଟରେ କୋଇଲା ବୋଝେଇ…
ସୂଚନା ଫଳକ ଭାଙ୍ଗିଲେ ବିଜେପି କର୍ମୀ !! ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା କମ୍ପସଲା ଗ୍ରାମ ପଞ୍ଚାୟତର କୁମ୍ଭରିଆ ସେତୁ ଉଦଘାଟନ ଫଳକ ଭଙ୍ଗାକୁ ନେଇ ଶାସକ ଦଳ କର୍ମୀଙ୍କ ମଧ୍ୟରେ…
ବାହାଘର ଉତ୍ସବରେ ଗୁଳି ଫୁଟାଇ ୨ ଗିରଫ – ପିସ୍ତଲ , ଗୁଳି ଜବତ ବଅଁରପାଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ସନ୍ତ୍ରୀଛକ ପାଖ ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଗତକାଲି ବିଳମ୍ବିତ ରାତିରେ ଦୁଇ ଅଚିହ୍ନା ଯୁବକ ଏକ…