ମୁଖ୍ୟ ଖବର ଫାଶ ପକାଇ ମାରିଦେଲେ ଦନ୍ତା ହାତୀ Angul OnlineOctober 15, 2022October 15, 2022 ଆଠମଲ୍ଲିକ – ଅନୁଗୁଳ ଜିଲ୍ଲାର ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ଆଠମଲ୍ଲିକ କିଆକଟାର ମୁଣ୍ଡାପଡା ଗାଁ ନିକଟରେ ହାତୀ ମରିଥିବା ଆଜି ସକାଳେ ଗାଁ ଲୋକ ଦେଖି ବନ ବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି । ତେବେ ଜନ୍ତୁ ଶିକାର ପାଇଁ କିଏ ଏହି ତାର ବିଛାଇ ଥିଲା ସେ ନେଇ ବନ ବିଭାଗ ଓ ବିଦ୍ୟୁତ ବିଭାଗ ତଦନ୍ତ କରୁଛନ୍ତି । Advertisement
ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ୨ ଗିରଫ ପାଲଲହଡ଼ା – ଅନୁଗୁଳ ଜିଲ୍ଲା ଖମାର ବନାଞ୍ଚଳରେ ଥିବା ସହରଗୁରୁଜାଙ୍ଗ ଜଙ୍ଗଲରେ ନିଆଁ ଲାଗଉଥିବା ବେଳେ ୨ଜଣଙ୍କୁ ବନ ବିଭାଗ ଗିରଫ କରିଛି । ସୂଚନା ଅନୁସାରେ…
ଜବରଦଖଲ ହୋଇଥିବା ହଜାରେ ଏକର ଜମି ଫେରିବ ସରକାରୀ ଖାତାକୁ ଅନୁଗୁଳ – ଜିଲ୍ଲାର ଅଧିକାଂଶ ସରକାରୀ ଜମି ଏବେ ଜବରଦଖଲକାରିଙ୍କ କବଜାରେ । ଶିଳ୍ପ ସମୃଦ୍ଧ ଅନୁଗୁଳ ଜିଲ୍ଲାର ମୂଲ୍ୟବାନ ସରକାରୀ ଜମି ମଧ୍ୟରୁ କିଛି ଅଂଶକୁ…
ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଦୁଇ ଆକାଉଣ୍ଟାଣ୍ଟ ଅନୁଗୁଳ – ଅନୁଗୁଳ ସିଭିଲ୍ ସପ୍ଲାଏଜ୍ ଅଫିସର (ସିଏସ୍ଓ)ଙ୍କ କାର୍ଯ୍ୟାଳୟର ଦୁଇ ଜଣ ଜୁନିଅର ଆକାଉଣ୍ଟାଣ୍ଟଙ୍କୁ ୫୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ…