ଅପରାଧ ବ୍ରାଉନସୁଗାର ସହ ତିନି ଗିରଫ Angul OnlineJune 13, 2022June 13, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସଦରଥାନା ପକ୍ଷରୁ ଚଢ଼ାଉ କରାଯାଇ ୩୫ ଗ୍ରାମ ବ୍ରାଉନ ସୁଗାର ଜବତ କରାଯିବା ସହ ଏହି କାରବାରରେ ସଂଶ୍ଲିଷ୍ଟ ୩ଜଣଙ୍କୁ ଗିରଫ କରାଯାଇଛି । ସୂଚନା ଅନୁସାରେ ପୁଲିସ କୈାଣସି ସୂତ୍ରରୁ ଖବର ପାଇ ଚଢାଉ କରି ତାଳଚେର ପୈାରାଞ୍ଚଳ ଅନ୍ତର୍ଗତ ୧୫ ନମ୍ବର ୱାର୍ଡ଼ର ମନୋରଞ୍ଜନ ଦାସ ଓରଫ କୁଲୁ , ସନ୍ତୋଷ କୁମାର ଜାଲ ଓ ବାଘୁଆବୋଲ ଅଞ୍ଚଳର ନିରଞ୍ଜନ ନାଏକଙ୍କ ଠାରୁ ୩୫ ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହ ସେମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । Advertisement
ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମ ନିକଟରୁ ଆଜି ବିଲମ୍ବିତ ରାତିରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ…
ଗୁଳିକାଣ୍ଡ ଘଟଣାରେ ୫ ଗିରଫ – ହତ୍ୟା ପାଇଁ ଦିଆ ଯାଇଥିଲା ସୁପାରୀ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଧୋକୁଟା ଅଞ୍ଚଳରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ପୁଲିସକୁ ସଫଳତା ମିଳିଛି। ଏହି ମାମଲରେ ପୁଲିସ ୫ ଜଣଙ୍କୁ ଗିରଫ…
ଠକେଇ ଅଭିଯୋଗରେ ଗିରଫ ପରେ ଛାତ୍ରନେତାଙ୍କୁ ସାଙ୍ଗଠନିକ ପଦବୀରୁ ଅବ୍ୟାହତି ଅନୁଗୁଳ – ଅନୁଗୁଳ ଜିଲ୍ଲା ଯୁବ ନେତାଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିବା ପରେ ଦଳ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ଯାଇଛି ।…