ମୁଖ୍ୟ ଖବର ହାତୀ ଆକ୍ରମଣରେ ମହିଳା ମୃତ Angul OnlineFebruary 4, 2021February 4, 2021 ଅନୁଗୁଳ – କଣିହାଁ ବନାଞ୍ଚଳ ସାପକଟା ଗାଁ ରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଶୁଭ ପ୍ରଧାନ ରାସ୍ତାରେ ଚାଲିଚାଲି ଘରକୁ ଫେରୁଥିବା ବେଳେ ଏକ ହାତୀ ହାବୁଡ଼ରେ ପଡିଯାଇଥିଲେ । ହାତୀ ହଠାତ ତାଙ୍କୁ ଆକ୍ରମଣ କରିଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ହାତୀ ଘଉଡାଇବାରେ ବନବିଭାଗ ବିଫଳ ନେଇ ଗ୍ରାମ ବାସୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ମୃତକ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବା ନେଇ ପ୍ରତିଶୃତି ଦେଇଛି ବନ ବିଭାଗ । Advertisement
ବିଶ୍ଵାସ ଜିତୁଛି କୋଭିଡ କମାଣ୍ଡ ଏଣ୍ଡ କଣ୍ଟ୍ରୋଲ ରୁମ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ସୁରୁଖୁରୁରେ ଆକ୍ରାନ୍ତ ମାନଙ୍କୁ ଚିକିତ୍ସା ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବା ପାଇଁ ଅନୁଗୁଳ…
ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ ତାଳଚେର – ଅଗ୍ନିରୁପା ମା ହିଙ୍ଗୁଳାର ବାର୍ଷିକ ଯାତ୍ରା ଆଜିଠାରୁ ଆରମ୍ଭ ହୋଇଛି । ବିଷ୍ଣୁ ଦମନକ ଚତୁର୍ଦର୍ଷି ଠାରୁ ଏହି ଯାତ୍ରା ଆରମ୍ଭ ହୋଇ ୯…
ଘଞ୍ଚ ଜଙ୍ଗଲରେ ମାକୁ ଛାଡି ପଳେଇ ଗଲା ପୁଅ – ଉଦ୍ଧାର କାଲେ ଗ୍ରାମବାସୀ ତାଳଚେର – ପରିଣତ ବୟସରେ ପୁଅ ସାହା ହେବା ବଦଳରେ ମାଆକୁ ନିର୍ଜନ ସ୍ଥାନରେ ଛାଡ଼ି ଚାଲି ଯିବା ଘଟଣା ଅଞ୍ଚଳବାସୀ ଘୋର ନିନ୍ଦା କରିଛନ୍ତି ।…